29.1 C
Bhubaneswar
Thursday, May 7, 2026
Homeଓଡିଶାଏସସିବିରେ ଲଜ୍ୟା : ରୋଗୀକୁ ସେବା ନାଁ ରେ ଦୁଷ୍କର୍ମ

ଏସସିବିରେ ଲଜ୍ୟା : ରୋଗୀକୁ ସେବା ନାଁ ରେ ଦୁଷ୍କର୍ମ

କଟକ : ଏସସିବିରେ ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ । ଚିକିତ୍ସା କରିବା ବାହାନାରେ ଦୁଷ୍କର୍ମ ଅଭିଯୋଗ ହୋଇଛି । ମଙ୍ଗଳବାର ଥାନାରେ ଏନେଇ ଏତଲା ହୋଇଛି । ଡାକ୍ତରଙ୍କ ନାଁରେ ଏତଲା ଦେଲେ ରୋଗୀଙ୍କ ସଂପର୍କୀୟ । ସଂପର୍କୀୟ ମାଡରେ ଅଭିଯୁକ୍ତ ଡାକ୍ତର ଗୁରୁତର ହୋଇଛନ୍ତି । ଅଭିଯୁକ୍ତ ଡାକ୍ତର ଗୁରୁତର ଅବସ୍ଥାରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ମାମଲା ରୁଜୁ କରି  ମଙ୍ଗଳାବାଗ ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି ।  ପୋଲିସ ମାମଲା ରୁଜୁ କରି ପୀଡିତାଙ୍କ ବୟାନ ରେକର୍ଡ କରି ତଦନ୍ତ ଜାରି ରଖିଛି । ୧୬୧ ଧାରାରେ ବୟାନ ରେକର୍ଡ କରିଛି ପୋଲିସ । ଏହାପରେ ୧୬୪ ଧାରାରେ ପୀଡିତାଙ୍କ ବୟାନ ରେକର୍ଡ କରାଯିବ । ଡାକ୍ତରଙ୍କ ପରିବାର ଲୋକ ମଧ୍ୟ ପ୍ରତିଅଭିଯୋଗ କରିଥିବା ଜଣାପଡିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking