ଭୁବନେଶ୍ୱର: ଡ୍ରପ ଆଉଟକୁ ନେଇ ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର ।ପୁଣି ବଢିଲା ଡ୍ରପ ଆଉଟ । ୧୨.୮%ରୁ ବଢି ୧୫% ହେଲା । ନବମ ଓ ଦଶମ ଶ୍ରେଣୀରେ ୧୨.୫% ଝିଅ, ୧୭.୩ % ପୁଅ ପାଠ ଛାଡିଛନ୍ତି । ଷଷ୍ଠରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୩.୨% ଡ୍ରପ ଆଉଟ କରିଛନ୍ତି ଛାତ୍ରଛାତ୍ରୀ । ପ୍ରଥମରୁ ପଞ୍ଚମ ଶ୍ରେଣୀ ଭିତରେ ୦.୭% ପିଲା ପାଠ ଛାଡିଛନ୍ତି । ୨୦୨୪-୨୫ ଶିକ୍ଷାବର୍ଷରେ ୯ମ ଓ ୧୦ମର ସବୁଠୁ ଅଧିକ ଡ୍ରପ ଆଉଟ ହୋଇଛି । ନବମ ଓ ଦଶମ ଶ୍ରେଣୀରେ ୧୨.୫%ଝିଅ, ୧୭.୩% ପୁଅ ପାଠ ଛାଡିଛନ୍ତି । ଷଷ୍ଠରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୩.୨% ଡ୍ରପ ଆଉଟ ରହିଛି । ପ୍ରଥମରୁ ପଞ୍ଚମ ଶ୍ରେଣୀ ଭିତରେ ୦.୭% ପିଲା ପାଠ ପଢା ଛାଡିଛନ୍ତି ।










