35.1 C
Bhubaneswar
Saturday, April 25, 2026
Homeଓଡିଶାଆଜି ସ୍କୁଲ ଛୁଟି ନିଷ୍ପତ୍ତି: ମନ୍ତ୍ରୀ

ଆଜି ସ୍କୁଲ ଛୁଟି ନିଷ୍ପତ୍ତି: ମନ୍ତ୍ରୀ

ଭୁବନେଶ୍ୱର: ଆଜି ସ୍କୁଲ ଛୁଟି ନେଇ ନିଷ୍ପତ୍ତି ନିଆଯିବ କହିଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏସଆରସିଙ୍କ ସହ ବୈଠକ ପରେ ନିଷ୍ପତ୍ତି ନେବ ଗଣଶିକ୍ଷା ବିଭାଗ । ତାପମାତ୍ରା ବଢୁଥିବା ବେଳେ ୧୮ରୁ ଅଧିକ ଜିଲ୍ଲାରେ ସ୍କୁଲ ଛୁଟି ହେଲାଣି । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟ ଆଲୋଚନା ହୋଇଛି କହିଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking