31.9 C
Bhubaneswar
Thursday, July 30, 2026
Homeଓଡିଶାଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା

ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ନିଷ୍ପତ୍ତି ନେଇଛି।ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି। ବନ୍ୟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସମ୍ବଲପୁର ଜିଲାର ପ୍ରାୟ ୫୭ଟି ବ୍ଲକରେ ୫ ଲକ୍ଷ ୨୬ ହଜାର ୮୦୦ ଲୋକ ପ୍ରଭାବିତ ହୋଇଥିବାବେଳେ ଢେଙ୍କାନାଳରେ ୪ ଏବଂ କେନ୍ଦୁଝରରେ ୨ ଜଣଙ୍କ ମୃତ୍ୟୁ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking