34.1 C
Bhubaneswar
Friday, March 29, 2024
Homeଓଡିଶାଦଶହରା ପାଇଁ ଅକ୍ଟୋବର ୧୦ରୁ ୨୦ ଯାଏଁ ସ୍କୁଲ ଛୁଟି

ଦଶହରା ପାଇଁ ଅକ୍ଟୋବର ୧୦ରୁ ୨୦ ଯାଏଁ ସ୍କୁଲ ଛୁଟି

ଭୁବନେଶ୍ୱର: ଦଶହରା ଏବଂ କୁମାର ପୂର୍ଣ୍ଣିମା ପାଇଁ ଅକ୍ଟୋବର ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ସରକାରୀ ସ୍କୁଲଗୁଡ଼ିକ ଛୁଟି ଘୋଷଣା କରାଯାଇଛି । ଏହି ସମୟ ମଧ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ୍ ରହିବ । ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ଅକ୍ଟୋବର ୨୧ ତାରିଖରୁ ପୁନର୍ବାର ପୂର୍ବ ନିର୍ଦ୍ଧାରିତ ସମୟସାରଣୀ ଏବଂ କୋଭିଡ୍‌-୧୯ ମହାମାରୀ ପାଇଁ ଅନୁସୃତ କଟକଣା ଅନୁପାଳନପୂର୍ବକ ଖୋଲିବ ।

ଏହି ମର୍ମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ସମସ୍ତ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ଜଣାଇ ଦେବାପାଇଁ ଜିଲ୍ଲା ଶିକ୍ଷାଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking