32.5 C
Bhubaneswar
Friday, April 17, 2026
Homeଓଡିଶାସୁବର୍ଣ୍ଣପୁରରେ ୧୮ରୁ ୨୨ ସ୍କୁଲ ଛୁଟି

ସୁବର୍ଣ୍ଣପୁରରେ ୧୮ରୁ ୨୨ ସ୍କୁଲ ଛୁଟି

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତାକାଲିଠୁ ୨୨ ଯାଏଁ ସ୍କୁଲ ଛୁଟି ଘୋଷଣା । ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି । ଅଙ୍ଗନବାଡି , ସ୍କୁଲ, କଲେଜ, ବୈଷୟିକ ଶିକ୍ଷା ଅନୁଷ୍ଠାନଗୁଡିକୁ ଛୁଟି ଘୋଷଣା କରାଯାଇଛି । ସେହିପରି ବଲାଙ୍ଗିର ଜିଲ୍ଲାରେ ଆସନ୍ତା ୧୮ରୁ ୨୧ ତାରିଖ ଯାଏଁ ସ୍କୁଲ ଛୁଟି ଘୋଷଣା । ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି । ପରେ ପରିସ୍ଥିତି ଦେଖି ଖରାଛୁଟି ପାଇଁ ପ୍ରଶାସନ ନିଷ୍ପତ୍ତି ନେବ ବୋଲି କୁହାଯାଇଛି । ସୂଚନା ଥାଉକି, କିଛି ଦିନ ପୂର୍ବରୁ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଧ୍ୟ କହିଥିଲେ ଅସହ୍ୟ ଖରା କାରଣରୁ ବାହାରକୁ ବାହାରିବା କଷ୍ଟ ସେନେଇ ସ୍ଥିତିକୁ ଦେଖି ଛାତ୍ରଛାତ୍ରୀଙ୍କ ସ୍କୁଲ ଛୁଟି ଘୋଷଣା କରାଯିବ । ବଲାଙ୍ଗୀରରେ ତାପମାତ୍ରା ୪୨.୨ ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking