୩୧ ଅକ୍ଟୋବର ପର୍ଯ୍ୟନ୍ତ ଏହି ରାଜ୍ୟରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ..

schools to be closed in delhi till october 31

ନୂଆଦିଲ୍ଲୀ: ଦିଲ୍ଲୀର କରୋନା ସ୍ଥିତିରେ କୌଣସି ଉନ୍ନତି ହୋଇନାହିଁ। ଏଭଳି ପରିସ୍ଥିତିରେ ଅନାବଶ୍ୟକ ସମାବେଶ ବିପଜ୍ଜନକ ଅଟେ। ତେଣୁ ୩୧ ଅକ୍ଟୋବର ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ବନ୍ଦ ରଖିବାକୁ ଦିଲ୍ଲୀ ସରକାର ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀର ବିଦ୍ୟାଳୟଗୁଡ଼ିକ ୩୧ ଅକ୍ଟୋବର ପର୍ଯ୍ୟନ୍ତ ବନ୍ଦ ରହିବ । ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ନିର୍ଦ୍ଦେଶ ଦେଇଛନ୍ତି ଯେ , ଦେଶର ରାଜଧାନୀର ସମସ୍ତ ବିଦ୍ୟାଳୟ ୩୧ ଅକ୍ଟୋବର ପର୍ଯ୍ୟନ୍ତ ବନ୍ଦ ରହିବ । ଏହାପୂର୍ବରୁ ଦିଲ୍ଲୀର ସମସ୍ତ ବିଦ୍ୟାଳୟକୁ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

LEAVE A REPLY

Please enter your comment!
Please enter your name here