28.1 C
Bhubaneswar
Monday, November 2, 2026
Homeଓଡିଶାବାତ୍ୟା ‘ମୁରାସୁ’ ପାଇଁ କନ୍ଧମାଳରେ ୨ ଦିନ ସ୍କୁଲ ଛୁଟି

ବାତ୍ୟା ‘ମୁରାସୁ’ ପାଇଁ କନ୍ଧମାଳରେ ୨ ଦିନ ସ୍କୁଲ ଛୁଟି

କନ୍ଧମାଳ: ବାତ୍ୟା ‘ମୁରାସୁ’ର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାରେ ଦୁଇ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆସନ୍ତା ୩ ଓ ୪ ତାରିଖରେ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରହିବ। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।ବାତ୍ୟା ଯୋଗୁଁ ସମ୍ଭାବ୍ୟ ବର୍ଷା ଓ ପ୍ରତିକୂଳ ପାଣିପାଗ ପରିସ୍ଥିତିରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ନେଇଛି। ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ ଛୁଟି ସମ୍ପର୍କିତ ଘୋଷଣା କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking