ଭୁବନେଶ୍ୱର : ଆସନ୍ତାକାଲି କାଲି ୫ ତାରିଖରେ ସବୁ ସ୍କୁଲ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ ଖୋଲା ରହିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି । ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି ଦିଆଯାଇଛି ।










