29.4 C
Bhubaneswar
Wednesday, June 10, 2026
Homeଓଡିଶାଖୋଲିବନି ୨୦ରୁ କମ ଛାତ୍ରଛାତ୍ରୀ ଥିବା ସ୍କୁଲ: ମନ୍ତ୍ରୀ

ଖୋଲିବନି ୨୦ରୁ କମ ଛାତ୍ରଛାତ୍ରୀ ଥିବା ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖୋଲିବନି ୨୦ରୁ କମ ଛାତ୍ରଛାତ୍ରୀ ଥିବା ସ୍କୁଲ। ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖି କହିଛନ୍ତି, ପୂର୍ବ ସରକାର ୨୦ରୁ ଅଧିକ ଛାତ୍ରଛାତ୍ରୀ ଥିବା ସ୍କୁଲକୁ ବନ୍ଦ କରିଥିଲେ । ଆମ ସରକାର ସେଭଳି ୪୬ଟି ସ୍କୁଲକୁ ଖୋଲି ସାରିଲେଣି । ଜିଲ୍ଲାସ୍ତରୀୟ କମିଟିରୁ ନିବେଦନ ଆସିବା ପରେ ବିଚାର କରି ଖୋଲାଯାଉଛି ।ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ । ଆଜି ଗୃହରେ ଆଗତ ହେବ ଅତିରିକ୍ତ ବଜେଟ । ଅପରାହ୍ନ ୪ଟାରେ ପ୍ରାୟ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking