29.1 C
Bhubaneswar
Sunday, September 8, 2024
Homeଓଡିଶାମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍

ମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍

ଭୁବନେଶ୍ୱର: ମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍ । ସୁନ୍ଦରଗଡ଼ରେ ଆଉ ୧୦ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଫଳରେ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ପଜିଟିଭ ସଂଖ୍ୟା ୧୯୩କୁ ବୃଦ୍ଧି ପାଇଛି ।

ରାଜ୍ୟରେ ବଢ଼ି ଚାଲିଥିବା ସ୍କ୍ରବ ଟାଇଫସକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ୟ ସରକାର । ଏନେଇ ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସ୍ୱତନ୍ତ୍ର ଟିମ ପଠାଇଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ । ବରଗଡ଼ ଜିଲ୍ଲାରେ ୫ ସ୍କ୍ରବ ଟାଇଫସ ସନ୍ଦିଗ୍ଧ ମୃତ୍ୟୁର ତଦନ୍ତ କରିବାକୁ ଭୁବନେଶ୍ୱରରୁ ଜଣେ ଯୁଗ୍ମ ନିର୍ଦ୍ଦେଶକ ଓ ଜଣେ ଏପିଡୋମିଓଲଜିଷ୍ଟଙ୍କୁ ପଠାଯାଇଛି । ଏହା ସହ ସୁନ୍ଦରଗଡ଼ ଜିଲ୍ଲାକୁ ଅନ୍ୟ ଜଣେ ଯୁଗ୍ମ ନିର୍ଦ୍ଦେଶକଙ୍କୁ ପଠାଯାଇଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ।…

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking