29.1 C
Bhubaneswar
Saturday, July 27, 2024
Homeଓଡିଶାଚିନ୍ତା ବଢାଇଲା ସ୍କ୍ରବ୍ ଟାଇଫସ୍ : ପୁଣି ଦିନକରେ ଚିହ୍ନଟ ହେଲେ ୩ ପଜିଟିଭ

ଚିନ୍ତା ବଢାଇଲା ସ୍କ୍ରବ୍ ଟାଇଫସ୍ : ପୁଣି ଦିନକରେ ଚିହ୍ନଟ ହେଲେ ୩ ପଜିଟିଭ

ସୁନ୍ଦରଗଡ଼ : ସୁନ୍ଦରଗଡ଼କୁ ଟେନସନ ସ୍କ୍ରବ୍ ଟାଇଫସ୍ । ଜିଲ୍ଲାରେ ଆଉ ୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତକାଲି ପରୀକ୍ଷା ପାଇଁ ପଠାଯାଇଥିବା ନମୁନା ମଧ୍ୟରୁ ୩ଟି ନମୁନା ପଜିଟିଭ୍ ଆସିଛି । ଏହା ସହ ଜିଲ୍ଲା ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ସଂଖ୍ୟା ୧୮୩ରେ ପହଞ୍ଚିଛି । ସେହିପରି ଶନିବାର ହୋଇଥିବା ନମୁନା ପରୀକ୍ଷାରେ ୧୧ ଜଣ ପପଜିଟିଭ୍ ଚିହ୍ନଟ ହୋଇଥିଲେ ।

ଏହାରି ଭିତରେ ଜଣେ ରୋଗୀଙ୍କ ଜୀବନ ନେଇଛି ଏହି ସ୍କ୍ରବ୍ ଟାଇଫସ୍ । ଜିଲ୍ଲା ମୁଖ୍ୟ ଚକିତ୍ସା ଅଧିକାରୀ କହିଛନ୍ତି ହସ୍ପିଟାଲରେ ପର୍ଯ୍ୟାପ୍ତ ଔଷଧ ମହଜୁଦ ରଖାଯାଇଛି । ଏହା ସହ ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking