ଆଜିଠୁ ସଂସଦର ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ

ନୂଆଦିଲ୍ଲୀ : ସଂସଦର ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆଜିଠୁ ଆରମ୍ଭ ହେବ। ଏହି ଅଧିବେଶନ କାଳରେ ସରକାର ଅର୍ଥ ବିଲ୍‌ ଗୃହୀତ କରାଇବେ। ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନରାମ ମେଘୱାଲା କହିଛନ୍ତି ଯେ ଅର୍ଥ ବିଧେୟକ ଗୃହୀତ ସହିତ ରେଳବାଇ, ପଞ୍ଚାୟତିରାଜ, ପର୍ଯ୍ୟଟନ, ସଂସ୍କୃତି ଓ ସ୍ବାସ୍ଥ୍ୟ ବିଭାଗକୁ ଅନୁଦାନ ଦାବି ଉପରେ ଆଲୋଚନା କରାଯିବ। ଅନ୍ୟପଟେ ବିରୋଧୀ ରାଜନୈତିକ ଦଳଗୁଡିକ କେନ୍ଦ୍ରୀୟ ଏଜେନ୍ସିର ଦୁରୁପଯୋଗ ପ୍ରସଙ୍ଗ ଉପସ୍ଥାପନ କରିବାକୁ ଯୋଜନା କରିଛନ୍ତି। ଏହା ସହିତ … Continue reading ଆଜିଠୁ ସଂସଦର ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ