20.1 C
Bhubaneswar
Sunday, December 7, 2025
Homeଓଡିଶାଶ୍ରାବଣ ମାସର ଦ୍ୱିତୀୟ ସୋମବାର: ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଶ୍ରାବଣ ମାସର ଦ୍ୱିତୀୟ ସୋମବାର: ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର: ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । ଦୂର ଦୂରାନ୍ତରୁ ପାଣି ଆଣି କାଉଡ଼ିଆଙ୍କ ଲମ୍ୱାଧାଡ଼ି ବିଭିନ୍ନ ଶୈବ ପୀଠକୁ ଲମ୍ୱିଛି । ଅନେକ ଶ୍ରଦ୍ଧାଳୁ ପାଣି ଭାର ଉଠାଇ ମାଇଲ ମାଇଲ ବାଟ ଚାଲି ଶିବଙ୍କୁ ଜଳ ଲାଗି କରିବାକୁ ବାହାରିଛନ୍ତି ।ଶ୍ରାବଣ ମାସରେ ଦେବ ଦେବ ମହାଦେବଙ୍କୁ ଜଳ ଲାଗି ଗଲେ ମାନସିକ ପୂରଣ ହୁଏ ବୋଲି ବିଶ୍ୱାସ ରହିଛି । ସେଥିପାଇଁ ମାସକ ପୂର୍ବରୁ ଜଳ ଲାଗି କରିବାକୁ ଯାଉଥିବା କାଉଡ଼ିଆ ରୀତି ନୀତି ପାଳନ କରିଥାଆନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking