20.1 C
Bhubaneswar
Sunday, December 7, 2025
Homeଓଡିଶାଆସନ୍ତାକାଲିଠାରୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ଆସନ୍ତାକାଲିଠାରୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ଭୁବନେଶ୍ୱର: ରାଜ୍ୟ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆସନ୍ତାକାଲି ଶୁକ୍ରବାର ମାର୍ଚ୍ଚ ୭ ତାରିଖଠାରୁ ଆରମ୍ଭ ହୋଇ ଏପ୍ରିଲ୍‍ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନ କାଳରେ ଖର୍ଚ୍ଚଦାବି ନେଇ ଆଲୋଚନା ସହିତ ବ୍ୟୟ ମଞ୍ଜୁରୀ ବିଧେୟକ ପାରିତ ହେବାର କାର୍ଯ୍ୟକ୍ରମ ରହିଛି । ସପ୍ତଦଶ ବିଧାନସଭାର ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ୨୦୨୫ ଫେବ୍ରୁୟାରି ୧୩ରୁ ଫେବ୍ରୁୟାରି ୨୧ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ଏହି ସମୟରେ ସରକାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking