26.1 C
Bhubaneswar
Sunday, May 3, 2026
Homeଓଡିଶାଜୟା ଢ଼ାବା ନିକଟରେ ୧୬୩ ଧାରା ଲାଗୁ

ଜୟା ଢ଼ାବା ନିକଟରେ ୧୬୩ ଧାରା ଲାଗୁ

ପୁରୀ: ମଟନ୍ ନାଁରେ ଗୋମାଂସ କାରବାର ଅଭିଯୋଗ ଘଟଣା । ପୁରୀ ସାକ୍ଷୀଗୋପାଳର ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି କରିଛି ପ୍ରଶାସନ । ସାକ୍ଷୀଗୋପାଳ କଲେଜ ଛକଠାରୁ ୧ କିଲୋମିଟର ପରିଧି ପର୍ଯ୍ୟନ୍ତ ପ୍ରଶାସନ ୧୬୩ ଧାରା ଜାରି କରିଛି । ୪ ଜଣରୁ ଅଧିକ ଲୋକେ ଏହି ଅଞ୍ଚଳରେ ଏକାଠି ହୋଇପାରିବେ ନାହିଁ । ସମ୍ପୂର୍ଣ୍ଣ ଅଞ୍ଚଳକୁ ପୋଲିସ ଘେରାବନ୍ଦୀ କରି ରଖିଛି । ହିନ୍ଦୁ ସେନା ଜୟା ଢ଼ାବା ସାମ୍ନାରେ ବିକ୍ଷୋଭ କରିବାକୁ ପୂର୍ବରୁ ଚେତାବନୀ ଦେଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking