19.1 C
Bhubaneswar
Friday, November 22, 2024
Homeରାଜନୀତିମୌସୁମୀ ଅଧିବେଶନ ପାଇଁ ତ୍ରୀସ୍ତରୀୟ ସୁରକ୍ଷା

ମୌସୁମୀ ଅଧିବେଶନ ପାଇଁ ତ୍ରୀସ୍ତରୀୟ ସୁରକ୍ଷା

ଭୁବନେଶ୍ବର: ଆସନ୍ତାକାଲି ବିଧାନସଭା ମୌସୁମୀ ଅଧିବେଶନ। ମୌସୁମୀ ଅଧିବେଶ ପାଇଁ ବିଧାନସଭା ପରିସରରେ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏଥିପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୨୦ ଜଣ ଅଫିସରଙ୍କୁ ମୁତୟନ କରାଯାଇଛି । ପୋଲିସ କମିଶନର ପହଂଚି ସୁରକ୍ଷା ବ୍ୟବସ୍ଥାର ଯାଂଚ କରିଛନ୍ତି। ପୋଲିସ ଡିଜି ମଧ୍ୟ ବିଧାନସଭାରେ ପହଂଚି ସୁରକ୍ଷା ଯାଂଚ କରିଛନ୍ତି ।

ଏଥର ମୌସୁମୀ ଅଧିବେଶନ ବେଶ୍ ସରଗରମ ହେବା ସମ୍ଭାବନା ରହିଛି। ଅଧିବେଶନରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି ବିରୋଧୀ। ସେହିପରି ବିରୋଧୀଙ୍କୁ ଜବାବ ଦେବା ପାଇଁ ସରକାର ମଧ୍ୟ ପ୍ରସ୍ତୁତ ହେଉଛନ୍ତି। ଅଧିବେଶନ ପୂର୍ବରୁ ଆଜି ବିଜେପି, କଂଗ୍ରେସ ଓ ବିଜେଡି ବିଧାୟକ ଦଳ ବୈଠକ ବସିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking