28.8 C
Bhubaneswar
Saturday, June 20, 2026
Homeଓଡିଶାବାଂଲାଦେଶ-ଭାରତ ସୀମାରେ ସୁରକ୍ଷା କଡାକଡି

ବାଂଲାଦେଶ-ଭାରତ ସୀମାରେ ସୁରକ୍ଷା କଡାକଡି

ନୂଆଦିଲ୍ଲୀ : ବାଂଲାଦେଶରେ ହିଂସା ଓ ଅରାଜକତା ଜାରି ରହିଛି, ଏହା ସହ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଆକ୍ରମଣ ଘଟଣା ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଇସଲାମୀୟ ମୌଳବାଦୀମାନେ ହିନ୍ଦୁ, ବୌଦ୍ଧ, ଖ୍ରୀଷ୍ଟିଆଙ୍କୁ ହତ୍ୟା କରିବା ସହ ସଂଖ୍ୟାଲଘୁଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଆଦି ପୋଡ଼ି ଦିଆଯାଉଛି। ଏସବୁ ମଧ୍ୟରେ ସୀମା ଦେଇ ବାଂଲାଦେଶୀମାନେ ଭାରତକୁ ପ୍ରବେଶ କରିବା ଆଶଙ୍କାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଭାରତ ବାଂଲାଦେଶ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ବିଏସଏଫ ଯବାନ ମାନେ ଅନୁପ୍ରବେଶକାରୀଙ୍କ ଗତିବିଧି ଉପରେ କଡ଼ା ନଜର ରଖିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking