27.1 C
Bhubaneswar
Saturday, July 27, 2024
Homeଓଡିଶା୯ କେଜି ଗଞ୍ଜେଇ ଜବତ: ଜଣେ ଗିରଫ

୯ କେଜି ଗଞ୍ଜେଇ ଜବତ: ଜଣେ ଗିରଫ

ଆଠଗଡ: ଆଠଗଡ ଅବକାରୀ ଉପଅଧିକ୍ଷକ ପ୍ରମୋଦ କୁମାର ପଣ୍ଡାଙ୍କ ତତ୍ତ୍ୱାବଧାନରେ ଅବକାରୀ ଚଢ଼ାଉ କରାଯାଇ ଗଞ୍ଜେଇ ସହ ଜଣକୁ ଗିରଫ କରାଯାଇଥିବା ଜଣାପଡିଛି। ଆଠଗଡ ଥାନା ଅନ୍ତର୍ଗତ ଖୁଣ୍ଟକଟା ନିକଟସ୍ଥ ତାରେଣୀ ଛକଠାରେ ଚଢ଼ାଉ କରାଯାଇ ୯ କେଜି ଗଞ୍ଜେଇ ସହ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ବିଭାଗ ସୂତ୍ରରୁ ପ୍ରକାଶ। ଗିରଫ ଅଭିଯୁକ୍ତ ହେଲେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ମାରକଲି ଗ୍ରାମର ପ୍ରମୋଦ ଦିଗଲ (୩୮)। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୯୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking