31.1 C
Bhubaneswar
Tuesday, July 2, 2024
Homeଓଡିଶାଶିମିଳିପାଳ ଅଞ୍ଚଳରୁ କଲରାପତରିଆ ବାଘଛାଲ ଜବତ: ୨ ଅଟକ

ଶିମିଳିପାଳ ଅଞ୍ଚଳରୁ କଲରାପତରିଆ ବାଘଛାଲ ଜବତ: ୨ ଅଟକ

ଶିମିଳିପାଳ: ଶିମିଳିପାଳ ଅଭୟାରଣ୍ୟରୁ ପୁଣି ଏକ ବାଘଛାଲ ଜବତ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ବନ କର୍ମଚାରୀ ଓ ପୁଲିସର ମିଳିତ ଚଢାଉରେ ଡୁକୁରା ବନ୍ୟପ୍ରାଣୀ ରେଞ୍ଜ ଅନ୍ତର୍ଗତ ଚେକାମରା ଗାଁରୁ ଏକ କଲରାପତରିଆ ବାଘଛାଲ ଜବତ ହୋଇଛି । ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରହିଛି । ସେମାନଙ୍କୁ ବାରିପଦା ଅଣାଯାଇ ସାମ୍ବାଦିକ ସମ୍ମିଳନୀରେ ବିସ୍ତୃତ ତଥ୍ୟ ପ୍ରଦାନ କରାଯିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣର ଉପନିର୍ଦେଶକ ସମ୍ରାଟ ଗୌଡା କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking