ସେମିକଣ୍ଡକ୍ଟର ୨.୦: ଶିଳ୍ପ ଭିତ୍ତିକ ରିସର୍ଚ ଓ ଟ୍ରେନିଂକୁ ଗୁରୁତ୍ୱ

ନୂଆଦିଲ୍ଲୀ: ଆଜି ସଂସଦରେ ବଜେଟ ୨୦୨୬-୨୭ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଲଗାତାର ନବମ ଥର ପାଇଁ ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ । ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ସଂସଦରେ ତଥ୍ୟ ରଖିଲେ ନିର୍ମଳା ସୀତାରମଣ । ସେମିକଣ୍ଡକ୍ଟର ୨.୦ ନେଇ ବଜେଟରେ ଘୋଷଣା କରିଛନ୍ତି । ଶିଳ୍ପ ଭିତ୍ତିକ ରିସର୍ଚ ଓ ଟ୍ରେନିଂକୁ ଗୁରୁତ୍ୱ ଦିଆଯାଇଛି । କୁଶଳୀ ବ୍ୟକ୍ତି ସୃଷ୍ଟି କରିବାକୁ ପ୍ରାଧାନ୍ୟ ଦିଆଯାଇଛି । ସେହିପରି … Continue reading ସେମିକଣ୍ଡକ୍ଟର ୨.୦: ଶିଳ୍ପ ଭିତ୍ତିକ ରିସର୍ଚ ଓ ଟ୍ରେନିଂକୁ ଗୁରୁତ୍ୱ