23.1 C
Bhubaneswar
Sunday, March 22, 2026
Homeଓଡିଶାଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି

ପାରଳାଖେମୁଣ୍ଡି: ଭିଜିଲାନ୍ସ ଜାଲରେ ସିଡିଏମଓ କାର୍ଯ୍ୟାଳୟର ବରିଷ୍ଠ କିରାଣି । ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ଟିମ୍ । ଜୁନିଅର୍ ଡାକ୍ତରଙ୍କ ବଦଳି କରାଇ ଦେବାକୁ କହି ଲାଞ୍ଚ ନେଉଥିଲେ । ବରିଷ୍ଠ କିରାଣି ଜଗଦୀଶ ପଟ୍ଟନାୟକଙ୍କ ଅଫିସ୍ ଓ ଘରେ ଭିଜିଲାନ୍ସ ରେଡ୍ ଚାଲିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking