26.1 C
Bhubaneswar
Wednesday, May 8, 2024
Homeଓଡିଶାବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଅସୁସ୍ଥ

ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଅସୁସ୍ଥ

ଭୁବନେଶ୍ୱର : ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଅସୁସ୍ଥ । ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲ୍‌ରେ ଭତ୍ତି ହୋଇଛନ୍ତି ତାରାପ୍ରସାଦ ବାହିନୀପତି । ଅସୁସ୍ଥତା ନେଇ ପତ୍ନୀ ମୀନାକ୍ଷୀ ବାହିନୀପତିଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନା ଅନୁଯାୟୀ, ଗତକାଲି କରୋନା ପିଜିଟିଭ୍ ରିପୋର୍ଟ ଆସିବା ପରେ ସେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲ୍‌ରେ ଭତ୍ତି ହୋଇଛନ୍ତି । ସୂଚନାେଯୋଗ୍ୟ ଯେ, କରୋନାରେ ପୂର୍ବରୁ ରାଜ୍ୟର ଅନେକ ରାଜନେତା ସଂକ୍ରମିତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ଅନେକ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଆଉ କିଛି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking