18.1 C
Bhubaneswar
Wednesday, February 4, 2026
Homeଓଡିଶାବରିଷ୍ଠ ଆଇପିଏସ୍‌ଙ୍କ ପଦୋନ୍ନତି

ବରିଷ୍ଠ ଆଇପିଏସ୍‌ଙ୍କ ପଦୋନ୍ନତି

ଭୁବନେଶ୍ୱର : ବରିଷ୍ଠ ଆଇପିଏସ୍‌ଙ୍କୁ ପଦୋନ୍ନତି ଦେଲେ ରାଜ୍ୟ ସରକାର। ସତ୍ୟଜିତ ନାୟକ, ଉମାଶଙ୍କର ଦାସଙ୍କୁ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ଆର୍ ପ୍ରକାଶଙ୍କୁ ମଧ୍ୟ ଆଇଜି ପାହ୍ୟା। ଏସ୍‌ପି ସାଇନିଙ୍କୁ ଅତିରିକ୍ତ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ରୀୟ ଡେପୁଟେସନରେ ଥିବା ସୂର୍ଯ୍ୟା ଥାଙ୍କାପାନଙ୍କୁ ଅତିରିକ୍ତ ଡିଜି ପାହ୍ୟା। ଏମ୍‌.ଏସ୍ ସମ୍ପତଙ୍କୁ ଡିଆଇଜି ପାହ୍ୟାକୁ ମଦୋନ୍ନତି ମିଳିଛି। ସେହିପରି ସୁଧାଂଶୁ ଶେଖର ମିଶ୍ରଙ୍କୁ ଡିଆଇଜି ପାହ୍ୟାକୁ ମଦୋନ୍ନତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking