29.1 C
Bhubaneswar
Wednesday, May 13, 2026
Homeଓଡିଶାବରିଷ୍ଠ ନେତା ଆୟୁବ ଖାନଙ୍କ ପରଲୋକ

ବରିଷ୍ଠ ନେତା ଆୟୁବ ଖାନଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ । କଣ୍ଟାବାଞ୍ଜି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିବା ଜଣାପଡିଛି । ଏନେଇ ତାଙ୍କ ପୁଅ ସୂଚନା ଦେଇଛନ୍ତି । ଆୟୁବ ଖାନ ନୂଆପଡା ଓ କଣ୍ଡାବାଞ୍ଜି ଅଞ୍ଚଳରେ ବିଜୁ ଜନତା ଦଳର ସଂଗଠନକୁ ମଜଭୁତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking