30.1 C
Bhubaneswar
Sunday, June 16, 2024
Homeଓଡିଶାବିଜେଡିରେ ସାମିଲ ହେଲେ ବରିଷ୍ଠ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର

ବିଜେଡିରେ ସାମିଲ ହେଲେ ବରିଷ୍ଠ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ ବରିଷ୍ଠ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡିରେ ହେଲେ ସାମିଲ । ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ତାଙ୍କୁ ଦଳକୁ ସ୍ବାଗତ କରିଛନ୍ତି ।

ସୂଚନାଯୋଗ୍ୟ, ଆଜି ସକାଳୁ ଲେଖାଶ୍ରୀ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ଏନେଇ ସେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଥିଲେ । ବିଜେପିରେ ଉପସଭାପତି ଥିଲେ ଲେଖାଶ୍ରୀ ।

ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking