ଦୁର୍ନୀତି ଅଭିଯୋଗରେ ବରିଷ୍ଠ ଓ.ଏ.ଏସ୍ ଅଧିକାରୀ ପ୍ରଶାନ୍ତ ରାଉତଙ୍କୁ ବାଧ୍ୟତାମୂଳକ ଅବସର
ନବରଙ୍ଗପୁର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବରିଷ୍ଠ ଓଡିଶା ପ୍ରଶାସନିକ ସେବା ଅଧିକାରୀ ନବରଙ୍ଗପୁରର ପୂର୍ବତନ ସହକାରୀ ଉପ- ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ରାଉତଙ୍କୁ ସରକାରୀ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ବିଭିନ୍ନ ଦୁର୍ନୀତିରେ ଅଭିଯୋଗରେ ଜଡିତ ଥିବା କାରଣରୁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି। ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି ମୁଖ୍ୟମନ୍ତ୍ରୀ ସବୁବେଳେ ଏ କ୍ଷେତ୍ରରେ କଡା ପଦକ୍ଷେପ ନେଇଆସିଛନ୍ତି। ସୂଚନାଯୋଗ୍ୟ ଯେ ଶ୍ରୀ ରାଉତଙ୍କ ନାଁରେ ୪ଟି … Continue reading ଦୁର୍ନୀତି ଅଭିଯୋଗରେ ବରିଷ୍ଠ ଓ.ଏ.ଏସ୍ ଅଧିକାରୀ ପ୍ରଶାନ୍ତ ରାଉତଙ୍କୁ ବାଧ୍ୟତାମୂଳକ ଅବସର
Copy and paste this URL into your WordPress site to embed
Copy and paste this code into your site to embed