34.1 C
Bhubaneswar
Thursday, April 25, 2024
Homeଓଡିଶାବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର : ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ ହୋଇଯାଇଛି । ଚିକିତ୍ସାଧୀନ ଅବସ୍ଥାରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଗତକାଲି ରାତିରେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପ୍ରେମାନନ୍ଦ ଦାସ ମହାପାତ୍ର ଥିଲେ ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ । ସେହିପରି ସେ ପୂର୍ବରୁ ଦଇତାପତି ନିଯୋଗର ସମ୍ପାଦକ ମଧ୍ୟ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking