ରାଜ୍ୟରୁ ଆଜି ସୁସ୍ଥ ହେଲେ ସର୍ବାଧିକ ୩୦୩ ଜଣ , ମୋଟ ସୁସ୍ଥ ସଂଖ୍ୟା ୭୦୦୬କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ସର୍ବାଧିକ ଆଉ ୩୦୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରୁ ୭୦୦୬ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି । ସୂଚନାଯୋଗ୍ୟ , ଆଜି ରାଜ୍ୟରୁ ୫୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେଥିମଧ୍ୟରୁ ୩୩୮ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଓ ଅନ୍ୟ ୧୮୯ଟି ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି … Continue reading ରାଜ୍ୟରୁ ଆଜି ସୁସ୍ଥ ହେଲେ ସର୍ବାଧିକ ୩୦୩ ଜଣ , ମୋଟ ସୁସ୍ଥ ସଂଖ୍ୟା ୭୦୦୬କୁ ବୃଦ୍ଧି