21.1 C
Bhubaneswar
Sunday, December 21, 2025
Homeଓଡିଶା୨୬ ଏପ୍ରିଲ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ଖରା

୨୬ ଏପ୍ରିଲ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ଖରା

ଭୁବନେଶ୍ୱର: ୨୩ ଏପ୍ରିଲରୁ ୨୬ ଏପ୍ରିଲ ୨୦୨୫ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ଗ୍ରୀଷ୍ମ ପ୍ରବାହ, ଗରମ  ରାତିର ସମ୍ଭାବନା ଅଧିକ ବୋଲି ଆଇଏମଡି ପୂର୍ବାନୁମାନ କରିଛି। ୟେଲୋ ୱାର୍ଣ୍ଣିଂ – ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, ଅନୁଗୁଳ, ଦେଓଗଡ଼ ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ଅଧିକ।ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗରମ ଏବଂ ଆର୍ଦ୍ର ଅବସ୍ଥା ଅଧିକ ହେବାର ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking