୫ ଦିନ ପାଇଁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ; ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୫ ଦିନ ରାଜ୍ୟରେ ଅଗ୍ନିବର୍ଷା ହେବ। ଅସହ୍ୟ ତାତି ସହିତ ଝାଞ୍ଜି ବହିବ ବୋଲି ଭୁବନେଶ୍ବରସ୍ଥିତ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୫ ଦିନ ପାଇଁ ୧୦ ଜିଲ୍ଲାକୁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ଜିଲ୍ଲାରେ ତାପମାତ୍ରା ୪୫ ଡିଗ୍ରୀ ଟପିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୭ ଏବଂ ୨୮ ତାରିଖରେ ଅସହ୍ୟ ତାତି … Continue reading ୫ ଦିନ ପାଇଁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ; ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି