36.1 C
Bhubaneswar
Monday, May 20, 2024
Homeଦେଶ ବିଦେଶଭୟଙ୍କର ବିସ୍ପୋରଣ : ୮ ମୃତ

ଭୟଙ୍କର ବିସ୍ପୋରଣ : ୮ ମୃତ

ଚେନ୍ନାଇ : ତାମିଲନାଡୁର ବିରୁଧନଗର ଜିଲାରେ ଶିବକାଶୀ ନିକଟରେ ଗୁରୁବାର ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟିଛି।ଏହି ବିସ୍ଫୋରଣରେ ୫ ଜଣ ମହିଳାଙ୍କ ସମେତ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ଆଉ ୧୨ ଜଣ ଗୁରୁତରଭାବେ ପୋଡ଼ିଯାଇଥିବା ଜଣାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଆହତମାନଙ୍କ ସ୍ଥାନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଏହି ବାଣ କାରଖାନାଟି ଏକ ଲାଇସେନ୍ସଯୁକ୍ତ ବାଣ କାରଖାନା ବୋଲି ତାମିଲନାଡୁ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking