30.1 C
Bhubaneswar
Sunday, November 1, 2026
Homeଓଡିଶାସୁଶାନ୍ତ ନାଥଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ

ସୁଶାନ୍ତ ନାଥଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର: ଜେଲ ଡିଜି ସୁଶାନ୍ତ ନାଥଙ୍କ ନାଁରେ ଯୌନ ନିର୍ଯ୍ୟାତନା ଅଭିଯୋଗ । ଅଭିଯୋଗ ଆଣିଛନ୍ତି ଚୌଦ୍ୱାର ଜେଲର ପୂର୍ବତନ ଜେଲର ସନ୍ତୋଷିନୀ ଦାସ । କାର୍ଯ୍ୟକ୍ଷେତ୍ରରେ ଯୌନ ନିର୍ଯାତନା ସହିତ କ୍ୟାରିୟର ଶେଷ କରିବାକୁ ଧମକ ଦିଆଯାଉଥିଲା । ଚୌଦ୍ୱାର ଥାନା ଅଭିଯୋଗ ଆଧାରରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ ହୋଇଛି । ତଦନ୍ତ ଆରମ୍ଭ ନେଇ ଗୃହ ବିଭାଗକୁ ଅବଗତ କଲା କମିଶନରେଟ ପୋଲିସ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking