32 C
Bhubaneswar
Tuesday, May 20, 2025
Homeଦେଶ ବିଦେଶରାଷ୍ଟ୍ରପତିଙ୍କୁ ଭେଟିଲେ ଶାହ-ଜୟଶଙ୍କର

ରାଷ୍ଟ୍ରପତିଙ୍କୁ ଭେଟିଲେ ଶାହ-ଜୟଶଙ୍କର

ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କୁ ଭେଟିଲେ ଶାହ । ରାଷ୍ଟ୍ରପତି ଭବନରେ ମହାମହିମ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ରାଷ୍ଟ୍ରପତିଙ୍କୁ ଭେଟିଲେ ବି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର । ସର୍ବଦଳୀୟ ବୈଠକ ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟି ପହଲଗାମ୍ ହମଲା ବାବଦରେ ଅବଗତ କଲେ ଦୁଇ ମନ୍ତ୍ରୀ । ତେବେ ଦୁଇ ମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ହଠାତ୍ ଭେଟିବାକୁ ନେଇ ଅନେକ କଳ୍ପନା ଜଳ୍ପନା କରାଯାଉଛି । ଆଗକୁ ପାକିସ୍ତାନ ବିରୋଧରେ ଏବଂ ଆତଙ୍କବାଦ ବିରୋଧରେ ବଡ ଆକ୍ସନ ନିଆଯାଇପାରେ ବୋଲି ଅନୁମାନ କରାଯାଉଛି । ହୁଏତ ପହେଲଗାମ୍ ପ୍ରତିଶୋଧ ପାଇଁ କିଛି ଅନୁମତି ନେବାକୁ ରାଷ୍ଟ୍ରପତିଙ୍କୁ ଶାହ ଓ ଜୟଶଙ୍କର ଭେଟିଥାଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking