ଭୁବନେଶ୍ୱର: ୨୧ରେ ଓଡିଶା ଆସିପାରନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବରମୁଣ୍ଡାରେ ସମବାୟ ବିଭାଗର କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି । ଏକ ସାଧାରଣ ସଭାରେ ମଧ୍ୟ ଉଦ୍ବୋଧନ ରଖିବେ ଶାହ । ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ।