19.1 C
Bhubaneswar
Monday, December 8, 2025
Homeଓଡିଶାଉଚ୍ଚ ଶିକ୍ଷାନୁଷ୍ଠାନରେ ରହିବେ ‘ଶକ୍ତିଶ୍ରୀ’ ସଂଯୋଜିକା

ଉଚ୍ଚ ଶିକ୍ଷାନୁଷ୍ଠାନରେ ରହିବେ ‘ଶକ୍ତିଶ୍ରୀ’ ସଂଯୋଜିକା

ଭୁବନେଶ୍ୱର: ଛାତ୍ରୀଙ୍କ ସୁରକ୍ଷା ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନରେ ରହିବେ ‘ଶକ୍ତିଶ୍ରୀ’ ସଂଯୋଜିକା । ବିଶ୍ବବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ପ୍ରିନ୍ସିପାଲଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। ବାଲେଶ୍ବର ଏଫଏମ ଘଟଣା ପରେ ଉଚ୍ଚ ଶିକ୍ଷା ବିଭାଗର ବଡ଼ ପଦକ୍ଷେପ। ଜଣେ ଅଧ୍ୟାପିକାଙ୍କୁ ଶକ୍ତିଶ୍ରୀ ସଂଯୋଜିକା ଭାବେ ମନୋନୀତ କରିବାକୁ ନିର୍ଦ୍ଦେଶ। ଅଗଷ୍ଟ ୪ ସୁଦ୍ଧା ‘ଶକ୍ତିଶ୍ରୀ’ ସଂଯୋଜିକା ମନୋନୀତ କରି ଦାୟିତ୍ବ ଦେବାକୁ ନିର୍ଦ୍ଦେଶ। ଛାତ୍ରୀଙ୍କୁ ସଶକ୍ତୀକରଣ ଓ ସେମାନଙ୍କ ସୁରକ୍ଷା ପାଇଁ ପଦକ୍ଷେପ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking