26.1 C
Bhubaneswar
Tuesday, March 18, 2025
Homeଓଡିଶାଅନୁଗୁଳରେ ଲଜ୍ଜା: କୁନି ଝିଅକୁ ଦୁଷ୍କର୍ମ ପରେ ହତ୍ୟା

ଅନୁଗୁଳରେ ଲଜ୍ଜା: କୁନି ଝିଅକୁ ଦୁଷ୍କର୍ମ ପରେ ହତ୍ୟା

ଅନୁଗୁଳ: ଅନୁଗୁଳରେ ଲଜ୍ଜାଜନକ ଘଟଣା । ୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ । ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଏହି ଲୋମଟାଙ୍କୁରା ଘଟଣା ଘଟିଛି । ଗୁରୁବାର ମଧ୍ୟାହ୍ନରୁ ଶିଶୁଟି ନିଖୋଜ ଥିଲା । ଏ ସମ୍ପର୍କରେ ଶୁକ୍ରବାର ଦିନ  ଥାନାରେ ଅଭିଯୋଗ କରିଥିଲେ ପରିବାର ଲୋକେ । ନିଶା ଶିଳ୍ପାଞ୍ଚଳ ଥାନା ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ତେବେ ଆଜି ଶିଶୁକନ୍ୟାର ମୃତଦେହ ଗୋଟିଏ ମହୁଲ ଗଛ ମୂଳରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଥିଲା । ତେଣୁ ଶିଶୁକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି । କଟକରୁ ଏକ ଶିଶୁ ବିଶେଷଜ୍ଞ ଟିମ୍ ଆସି ଏହି ସମ୍ବେଦନଶୀଳ ଘଟଣାର ତଦନ୍ତ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking