26.1 C
Bhubaneswar
Thursday, March 26, 2026
Homeଅପରାଧରାଜଧାନୀରେ ଲଜ୍ୟା : ୪ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର

ରାଜଧାନୀରେ ଲଜ୍ୟା : ୪ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ଆସିଛି ଏକ ଲଜ୍ଜାଜନକ ଘଟଣାର ଖବର । ଏକ ୪ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି । ସେ ପୁଣି ପଡ଼ୋଶୀ ଯୁବକ । ଏ ନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି । ଭବନେଶ୍ୱର ଏୟାରପୋର୍ଟ ଥାନା ଅଞ୍ଚଳରେ ଏକ ବସ୍ତିରେ ଜଣେ ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଘର ପାଖର ୩୦ ବର୍ଷର ପଡ଼ୋଶୀ ଯୁବକ ଏହି ଲଜ୍ଜା ଜନକ ଘଟଣା ଘଟାଇଛି । ଏ ନେଇ ନାବାଳିକାର ପରିବାର ଲୋକ ଜାଣିବା ପରେ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଅଭିଯୁକ୍ତ ଯୁବକୁ ଅଟକ ରଖି ପଚରାଉଚରା କରୁଛି । ଏହା ସହିତ ନାବାଳିକାକୁ ଡାକ୍ତରୀମାଇନା ପାଇଁ ପଠାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking