ଲଜ୍ଜା: ଦୁଇ ଦଳିତ ଭଉଣୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଲକ୍ଷ୍ନୌ: ଦୁଇ ଦଳିତ ଭଉଣୀଙ୍କୁ ଦୁଷ୍କର୍ମ ପରେ ହତ୍ୟା । ଗଛରୁ ମିଳିଲା ଝୁଲନ୍ତା ମୃତଦେହ । ଉତ୍ତରପ୍ରଦେଶ ଲଖିମପୁର ଖେରୀରେ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ଦୁଇ ଭଉଣୀଙ୍କୁ ପ୍ରଥମେ ଅପହରଣ କରାଯିବା ପରେ ଦୁଷ୍କର୍ମ ଓ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକଙ୍କ ପରିବାର ଲୋକେ ଏ ସମ୍ପର୍କରେ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଏନେଇ ମାମଲା ରୁଜୁ କରି ୬ ଜଣଙ୍କୁ ଗିରଫ କରିଛି । ଏହି ଘଟଣା … Continue reading ଲଜ୍ଜା: ଦୁଇ ଦଳିତ ଭଉଣୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ