ପୁରୀ: ପବିତ୍ର ରଥଯାତ୍ରା ଅବସରରେ ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ପାରମ୍ପରିକ ରୀତିନୀତି ଅନୁଯାୟୀ ସେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପ୍ରଣାମ ଜଣାଇ ଦେଶ ଓ ବିଶ୍ୱର ଶାନ୍ତି, ସମୃଦ୍ଧି ଏବଂ ସର୍ବଜନଙ୍କ ମଙ୍ଗଳ କାମନା କରିଛନ୍ତି।