ଶଙ୍କର ପୃଷ୍ଟିକୁ ଛଡାଯିବନି: ବାବୁ ସିଂ

ଭୁବନେଶ୍ୱର: ଏସ୍‌ଆଇ ନିଯୁକ୍ତି ମହାଘୋଟାଲା ନେଇ ବିଜେପି ବିଧାୟକ ବାବୁ ସିଂଙ୍କ ବଡ ବୟାନ । କହିଲେ ଶଙ୍କର ପୃଷ୍ଟି ହେଉ କି ସୁବ୍ରତ ଛାଟୋଇ କାହାକୁ ଛଡାଯିବନି । ଯେଉଁଠି ଚାଦର ଘୋଡାଇ ହୋଇ ଲୁଚିଲେ ବି ଜମା ଛଡାଯିବନି । ଶଙ୍କର ପୃଷ୍ଟିଙ୍କ ବ୍ରହ୍ମପୁର ଅଫିସ ବିଜେଡି ନେତାଙ୍କ ଘର ନୁହେଁ ତ ବୋଲି ପ୍ରଶ୍ନ କରିଛନ୍ତି । ସେ ଆହୁରି କହିଛନ୍ତି ବିଗତ ଦିନରେ ଅତୀତର ସରକାର ଅମଳରେ ଦୁର୍ନୀତି ବଢିଥିଲା । … Continue reading ଶଙ୍କର ପୃଷ୍ଟିକୁ ଛଡାଯିବନି: ବାବୁ ସିଂ