ଶରଧାବାଲି ଦଳାଚକଟା ଘଟଣା: ରିପୋର୍ଟ ଦେଇପାରନ୍ତି ଉନ୍ନୟନ କମିସନର

ଭୁବନେଶ୍ୱର : ଶରଧାବାଲି ଦଳାଚକଟା ଘଟଣାରେ ଆଜି ରିପୋର୍ଟ ଦେଇପାରନ୍ତି ଉନ୍ନୟନ କମିସନର । ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିବେ ଉନ୍ନୟନ କମିସନର ଅନୁ ଗର୍ଗ । ଜୁଲାଇ ୩୦ ସୁଦ୍ଧା ସମସ୍ତ ଶୁଣାଣି ଶେଷ ହୋଇଛି ।  ଶରଧାବାଲି ଅଘଟଣ ପରେ ତଦନ୍ତ କରି ମାସକ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ।  ଚଳିତବର୍ଷ ରଥଯାତ୍ରା ସମୟରେ ପୁରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳଚକଟା ଘଟଣା ରାଜ୍ୟ ସରକାରଙ୍କୁ ବ୍ୟଥିତ କରିଥିଲା । … Continue reading ଶରଧାବାଲି ଦଳାଚକଟା ଘଟଣା: ରିପୋର୍ଟ ଦେଇପାରନ୍ତି ଉନ୍ନୟନ କମିସନର