ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଳନ ଆରମ୍ଭ ନେଇ ଶଶୀଭୂଷଣ ବେହେରାଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର: ବିଜେଡ଼ିର ବରିଷ୍ଠ ନେତା ଶଶୀଭୂଷଣ ବେହେରାଙ୍କ ପ୍ରତିକ୍ରିୟା ଦେଖାଦେଇଛି ଶ୍ରୀମନ୍ଦିରର ଚାରି ଦ୍ଵାର ଖୋଲିବା କଥା ନେଇ । ସେ କହିଛନ୍ତି ଯେ, ଜଣେ ଆଦିବାସୀ ଯୁବକ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ମୁଁ ତାଙ୍କୁ ଶୁଭେଛା ଜଣାଉଛି । ପ୍ରଥମ ଦିନରୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ପାଳନ ଆରମ୍ଭ କରିଛନ୍ତି। ଏହି କାର୍ଯ୍ୟ ସକାରାତ୍ମକ ଦିଗକୁ ପ୍ରତିଫତିଳିତ କରୁଛି। ଶ୍ରୀଜଗନ୍ନାଥ ଙ୍କ ସଂସ୍କୃତି ଅନନ୍ୟ । ଗୋଟିଏ ଦ୍ଵାର ହେଉ କି ଚାରି ଦ୍ଵାରରେ … Continue reading ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଳନ ଆରମ୍ଭ ନେଇ ଶଶୀଭୂଷଣ ବେହେରାଙ୍କ ପ୍ରତିକ୍ରିୟା