29.1 C
Bhubaneswar
Saturday, September 7, 2024
Homeଦେଶ ବିଦେଶଶାସ୍ତା ହେବ କ୍ୟାନସର ଔଷଧ

ଶାସ୍ତା ହେବ କ୍ୟାନସର ଔଷଧ

ନୂଆଦିଲ୍ଲୀ : ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ । ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ତେବେ ୩ ପ୍ରକାର କ୍ୟାନସର ଔଷଧ ଉପରୁ କଷ୍ଟମ ଡୁ୍ୟଟି କମିବ । ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡୁ୍ୟଟି କମିବ । ଏକ୍ସରେ ଟୁ୍ୟବ ଊପରୁ ମଧ୍ୟ ଅର୍ଥମନ୍ତ୍ରୀ ଶୁଳ୍କ ହ୍ରାସ ନେଇ ଘୋଷଣା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking