27.8 C
Bhubaneswar
Sunday, June 21, 2026
Homeଓଡିଶାପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ

ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ

ମୟୁରଭଞ୍ଜ: ପ୍ରବଳ ବର୍ଷା ଓ କାଳ ବୈଶାଖୀର ଆଶଙ୍କା ଥିବାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ। ଆଜି ୨୨ ଓ ଆସନ୍ତାକାଲି ୨୩ ତାରିଖ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଏହି ସୂଚନା ଦେଇଛନ୍ତି। ଉକ୍ତ ସମୟରେ ଅଭୟାରଣ୍ୟ ମଧ୍ୟକୁ କୌଣସି ଗାଡ଼ି ପ୍ରବେଶ କରିବ ନାହିଁ। ପରବର୍ତ୍ତୀ ସ୍ଥିତିକୁ ଦେଖି ଆଗାମୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜଣାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking