ଭୁବନେଶ୍ୱର : କଂଗ୍ରେସ ନେତା ଚିରଞ୍ଜିବି ବିଶ୍ୱାଳ ଓ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ ଜାରୀ କରାଯାଇଛି । ଏଆଇସିସି ଶୃଙ୍ଖଳା କମିଟି ପକ୍ଷରୁ ନୋଟିସ ଜାରି କରାଯାଇଛି । ଦଳ ବିରୋଧି ମନ୍ତବ୍ୟ ଦେଇଥିବା ଅଭିଯୋଗରେ ନୋଟିସ ସୂଚନା ଦିଆଯାଇଛି । ରାଜ୍ୟ ନେତୃତ୍ୱକୁ ନେଇ ପ୍ରଶ୍ନ ଉଠାଇଥିବା ଅଭିଯୋଗ ହୋଇଛି ।