29.1 C
Bhubaneswar
Monday, February 2, 2026
Homeଓଡିଶା୧୦ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍

୧୦ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ୱର: ଲୋକସେବା ଭବନର ୧୦ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ଅର୍ଥ ବିଭାଗର ୧୦ ଜଣ ଅଧିକାରୀଙ୍କୁ ନୋଟିସ୍ ଜାରି କରାଯାଇଛି । ବାରମ୍ବାର ବଦଳି ପରେ ବି ପଦ ଛାଡୁ ନ ଥିବାରୁ ଅର୍ଥ ବିଭାଗ ପକ୍ଷରୁ ନୋଟିସ୍ ଜାରି କରାଯାଇଛି । ଗତ ଅକ୍ଟୋବରରେ ବଦଳି ବିଜ୍ଞପ୍ତି ହୋଇଥିଲା । ୭ ଦିନ ମଧ୍ୟରେ ବଦଳି ସ୍ଥାନରେ ଯୋଗ ନ ଦେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନୋଟିସ୍‌ରେ ଉଲ୍ଲେଖ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking