16.1 C
Bhubaneswar
Saturday, December 6, 2025
Homeଓଡିଶା୫୬ଟି ସ୍କୁଲକୁ କାରଣ ଦର୍ଶାଅ ନୋଟିସ

୫୬ଟି ସ୍କୁଲକୁ କାରଣ ଦର୍ଶାଅ ନୋଟିସ

ବୌଦ୍ଧ: ୩ଟି ବ୍ଲକର ୫୬ଟି ସ୍କୁଲକୁ କାରଣ ଦର୍ଶାଅ ନୋଟିସ । ୩ଟି ବ୍ଲକର ସ୍କୁଲ କର୍ତ୍ତୃପକ୍ଷଙ୍କୁ ନୋଟିସ ଜାରି କଲେ  ଡିଇଓ ।  ଅଗଷ୍ଟ -୧୫ରେ ପିଲାଙ୍କୁ ମିଡ ଡେ ମିଲ ଦେଇନଥିବାରୁ ନୋଟିସ କରାଯାଇଛି । ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକର ୩୩ଟି , ବୌଦ୍ଧ ବ୍ଲକର ୧୫ଟି, କଣ୍ଟାମାଳ ବ୍ଲକର ୮ଟି ସ୍କୁଲକୁ ଜାରି ହୋଇଛି ନୋଟିସ । ସାତ ଦିନ ମଧ୍ୟରେ ଏସ୍‌ଏମ୍‌ସି କମିଟି ଆଗରେ ପ୍ରମାଣ ରଖିବାକୁ କୁହାଯାଇଛି । ୧୫ତାରିଖରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ଦେବା ସହ ପ୍ରମାଣ ସ୍ୱରୂପ ଫୋଟୋ ଭିଡିଓ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking