ଭୁବନେଶ୍ୱର: ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ ଆରମ୍ଭ ହେବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଉଭୟ ଲାଇନ ଓ ସ୍ଟ ବୁକିଂ ଦର୍ଶନ ଜାରି ରହିବା ନେଇ ଯୋଜନା କରୁଛୁ । ସ୍ୱତନ୍ତ୍ର ହୋଲଡିଂ ଏରିଆରେ ସ୍ଲଟ ବୁକିଂ ମାଧ୍ୟମରେ ଦର୍ଶନ କରିବେ ଶ୍ରଦ୍ଧାଳୁ । ପ୍ରଥମେ ପରୀକ୍ଷାମୂଳକ ଭାବରେ ସ୍ଲଟ ବୁକିଂ ଦର୍ଶନ ବ୍ୟବସ୍ଥା କରାଯିବ ।










