21.1 C
Bhubaneswar
Thursday, February 12, 2026
Homeଓଡିଶାସପ୍ତାହେ ମଧ୍ୟରେ ଶ୍ରୀମନ୍ଦିର ପରିଚାଳନା କମିଟି: ମନ୍ତ୍ରୀ

ସପ୍ତାହେ ମଧ୍ୟରେ ଶ୍ରୀମନ୍ଦିର ପରିଚାଳନା କମିଟି: ମନ୍ତ୍ରୀ

ପୁରୀ: ସପ୍ତାହେ ମଧ୍ୟରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି। ପୁରୀରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ଼ ଘୋଷଣା। କମିଟି ଗଠନ ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। କମିଟି ଗଠନ ପରେ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି କରାଯିବ। ଅରବିଆଇର ଦୁଇ ଅଧିକାରୀଙ୍କ ଉପସ୍ଥିତିରେ ହେବ ଗଣତି ମଣତି ହେବ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking